ପାର୍ବଣ ପୂର୍ବରୁ ସରକାରୀ ନିର୍ଦ୍ଦେଶ କୁ ନେଇ ହାଇକୋଟ ଗଲା ପୂଜା କମିଟି l

 ବ୍ୟୁରୋ ରିପୋର୍ଟ (Rita vision News) :- ଆଗକୁ ଆସୁଛି ପାର୍ବଣ, ଏହି ପରିପ୍ରେକ୍ଷୀରେ ଓଡ଼ିଶା ସରକାର ବିଭିନ୍ନ କରୋନା ନିୟମ ଅନୁଯାୟୀ ପୂଜା ପାଳନ କରିବା ପାଇଁ ନିଷ୍ପତ୍ତି କୁ ପୂଜା କମିଟି ଗୁଡିକ ଅସମର୍ଥ ପ୍ରକାଶ କରିଛନ୍ତି l ଆଗକୁ ଅନୁଷ୍ଠିତ ହେବାକୁ ଥିବା ଦୁର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀ ପୂଜା ପାଇଁ ଓଡ଼ିଶା ସରକାର ଜାରି କରିଥିବା ଗାଇଡଲାଇନ୍ସକୁ ଚ୍ୟାଲେଞ୍ଜ କରି କଟକ ବାଲୁବଜାର ପୂଜା କମିଟି ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର ହୋଇଛି। ମାମାଲାର ମାନ୍ୟବର କୋର୍ଟ କି ବିଚାର କରିବେ ତାହା ସମୟ କହିବ l

ମୂର୍ତ୍ତିର ଉଚ୍ଚତା ଓ ଆବଦ୍ଧ ମଣ୍ଡପକୁ ଚ୍ୟାଲେଞ୍ଜ କରି ଏହି ମାମଲା ଦାୟର କରାଯାଇଛି। ମୂର୍ତ୍ତିର ଉଚ୍ଚତା ୪ ଫୁଟ ରଖିବାକୁ ସରକାର ଗାଇଡଲାଇନ ଜାରି କରିଛନ୍ତି। ସେହିପରି ମଣ୍ଡପର ୩ ପାର୍ଶ୍ୱ ସଂପୂର୍ଣ୍ଣ ଓ ଚତୁର୍ଥ ପାର୍ଶ୍ୱ ଆଂଶିକ ବନ୍ଦ ରଖିବାକୁ ନିର୍ଦ୍ଦେଶ ରହିଛି।

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !