ରାଜଧାନୀର ପେଟ୍ରୋଲ ପମ୍ପରେ ଭୟଙ୍କର ଅଗ୍ନିକାଣ୍ଡ l

.        ଅଗ୍ନିକାଣ୍ଡ ଘଟିଥିବା ପେଟ୍ରୋଲ ପମ୍ପ 
ବ୍ୟୁରୋ ରିପୋର୍ଟ : - ରାଜଧାନୀ ଭୁବନେଶ୍ୱରର ପେଟ୍ରୋଲ ପମ୍ପରେ ଲାଗିଲା ଭୟଙ୍କର ଅଗ୍ନିକାଣ୍ଡ । ଗଭର୍ଣ୍ଣର ହାଉସ ପାଖ ପେଟ୍ରୋଲ ପମ୍ପରେ ଲାଗିଛି ଏହି ନିଆଁ । ଭୀଷଣ ଭାବେ ନିଆଁ ଲାଗି ହୁତୁ ହୁତୁ ହୋଇ ଜଳିଉଠିଛି ପେଟ୍ରୋଲ ପମ୍ପ ।
.                       ଆହାତ ଲୋକ 
 ନିଆଁ ଲିଭାଇବା ପାଇଁ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ଉଦ୍ୟମ ଜାରି ରଖିଛି । ତେବେ ନିଆଁ ଲାଗିବାର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ ।
ତେବେ ଏକ ଗ୍ୟାସ ଟାଙ୍କି ଫାଟି ଏପରି ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଛି। ହେଲେ ଏହାଦ୍ୱାରା କ’ଣ କ୍ଷୟକ୍ଷତି ଘଟିଛି ତାହା ଜଣାପଡ଼ିନି।

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !