ବେଆଇନ୍ ପଥର ଚାଲାଣ ଓ ପଥର ଭାଙ୍ଗିବା ଅଭିଯୋଗ ରେ ଜେନାପୁର ଥାନା ପୋଲିସ ପକ୍ଷରୁ ଚଢ଼ାଉ l

ଯାଜପୁର (ବ୍ୟୁରୋ ରିପୋର୍ଟ) - ଯାଜପୁର ଜିଲ୍ଲାର ଜେନାପୁର ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ବେଆଇନ୍ ଭାବେ ପାହାଡ଼ ରୁ ପଥର ଭାଙ୍ଗିବା ଓ ଚୋରାଚାଲାଣ କରିବା ଅଭିଯୋଗରେ ପୋଲିସ ପକ୍ଷରୁ ୩ ଟି କପ୍ରେସର୍ ମେସିନ, ୬ ଟି ଟ୍ରାକଟର ସହିତ ଜଣେ ଅଭିଯୁକ୍ତକୁ ଗିରଫ କରିଛି l 
ଜେନାପୁର ଥାନା ପୋଲିସ ଥାନା କେସ୍ ନଂ US 379/34 IPC 21 MMDR ରେ କେସ୍ ରୁଜୁ କରି ଅଧିକ ତଦନ୍ତ ଆରମ୍ଭ କରିଛି l

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !