ଭାଜପା ପକ୍ଷରୁ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି l

ଯାଜପୁର (ସୁକିନ୍ଦା):-ସୁକିନ୍ଦା ଭାଜପା ପକ୍ଷରୁ ସୁକିନ୍ଦା ବ୍ଲକ ଅନ୍ତର୍ଗତ ଖରଡ଼ି ପଞ୍ଚାୟତରେ ମଙ୍ଗଳବାର ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି l ଏଥିରେ ଦଳର ଆଭିମୁଖ୍ୟ, ଆଗାମୀ ପଞ୍ଚାୟତ ନିର୍ବାଚନରେ ବିଜୟ ଲାଭପାଇଁ ଦଳର ରଣନୀତି କଣହେବ ଓ ତୃଣମୂଳ ସ୍ତରରୁ ଦଳକୁ କିପରି ସଂଗଠିତ କରାଯିବ ସେ ସମ୍ପର୍କରେ 
ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ଅମର ନାୟକ ଓ ଗତ ସାଧାରଣ ନିର୍ବାଚନରେ ଧର୍ମଶାଳା ବିଧାୟକ ପ୍ରାର୍ଥୀ ରମେଶ ପରିଡା ପ୍ରଶିକ୍ଷଣ ଦେଇଥିଲେ l ଏହି ପ୍ରଶିକ୍ଷଣ ଶିବିରରେ ସୁକିନ୍ଦା ନଦୀକୂଳ ଅନ୍ତର୍ଗତ 9ଟି ପଞ୍ଚାୟତର ପ୍ରମୁଖ କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ l (ସୁକିନ୍ଦାରୁ ଜୟ ନାରାୟଣ ମହାପାତ୍ରଙ୍କ ରିପୋର୍ଟ )l

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !