ଉପାନ୍ତ ଅଞ୍ଚଳରେ ଏହିପରି କର୍ଯ୍ୟ କୁ ଲୋକଙ୍କ ପ୍ରସଂଶା l ଦେଖନ୍ତୁ ସମ୍ପୂର୍ଣ୍ଣ ରିପୋର୍ଟ... l

ମାଲାକନଗିରି (ବ୍ୟୁରୋ) - ପୋଲିସ, ଏସ୍ଓଜି, ବି ଏସଏଫ ତିଆରି କଲେ: ହନ୍ତାଳଗୁଡାରୁ ଯୋଡ଼ାମ୍ବକୁ ରାସ୍ତା l ଉପାନ୍ତ ଅଞ୍ଚଳରେ ଉନ୍ନୟନ କାମ କରିବାକୁ ପ୍ରୟାସ ଜାରୀ l ମାଲକାନଗିରି ଜିଲ୍ଲା ମାଓ ପ୍ରବଣ ଅଂଚଳରେ ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳର ବିଚ୍ଛିନାଞ୍ଚଳକୁ ପାହାଡ଼, ନଦୀ ଓ ଝରଣା ଘେରି ରହିଛି। ଉକ୍ତ ଅଞ୍ଚଳକୁ ରାସ୍ତା ନ ଥିବାରୁ ଯାତାୟାତ ପାଇଁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍...