ସ୍ୱାଧୀନତା ସଂଗ୍ରାମୀଙ୍କ ଜୟନ୍ତୀ ପାଳନ l


 ବ୍ୟୁରୋ ରିପୋର୍ଟ - ଭାରତୀୟ ସ୍ବାଧୀନତା ସଂଗ୍ରାମର ଅଗ୍ରଣୀ ସାଧକ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଅନ୍ୟାନ୍ୟ ମନ୍ତ୍ରୀମାନେ ବିଧାନସଭା ପରିସରରେ ଥିବା ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। 

BUREAU REPORT - On the occasion of the jubilee of Vir Surendra Sai, a leading figure in the Indian freedom struggle, other ministers, including Hon'ble Chief Minister Shri Naveen Patnaik, laid a wreath at the statue of Veer Surendra Sai in the Assembly premises.

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !