ସାତକୋଶିଆ ପାଇଁ ଖୁସି ଖବର l

ଅନୁଗୁଳ(ବ୍ୟୁରୋ ରିପୋର୍ଟ) : - ସାତକୋଶିଆ ପାଇଁ ଖୁସି ଖବର। ୩୦ ବର୍ଷ ପରେ ବିରଳ ଘଡିଆଳ କୁମ୍ଭୀର ହେଲା ମାଆ। ମହାନଦୀର ସାତକୋଶିଆ ଗଣ୍ଡର ପ୍ରାକୃତିକ ଆବାସ ସ୍ଥଳୀରେ ପୁଣି ଥରେ ବିରଳ ଘଡ଼ିଆଳ କୁମ୍ଭୀର ଜନ୍ମ ନେଇଛନ୍ତି । ଟିକରପଡା ବନାଞ୍ଚଳ ମହାନଦୀର ବଳଦମରା ପାଖରେ ଏକ ମାଆ ଘଡ଼ିଆଳ ସହ ୨୮ଟିି ନବଜାତକ ଘଡ଼ିଆଳ ଶାବକଙ୍କୁ ବନ ବିଭାଗ ଠାବ କରିଛି ।
 ବନବିଭାଗ କହିବା କଥା ସାତକୋଶିଆ ପାଇଁ ଏହା ନିଶ୍ଚିତ ଶୁଭ ଖବର । ବହୁ ପୂର୍ବରୁ ପ୍ରାକୃତିକ ଭାବେ କେବଳ ସାତକୋଶିଆରେ ଘଡ଼ିଆଳ ପ୍ରଜନନ ହୋଇ ପାରୁଥିଲା । ପରିବେଶ ଅସନ୍ତୁଳନ ଯୋଗୁ ଏଥିରେ ବ୍ୟତିକ୍ରମ ଦେଖାଦେଇଥିଲା । ଏବେ ଏକାଥରେ ୨୮ ଘଡ଼ିଆଳ ଜନ୍ମ ହେବା କେବଳ ଓଡ଼ିଶା ନୁହେଁ, ସାରା ଭାରତ ପାଇଁ ଗୌରବର ବିଷୟ ବୋଲି ପରିବେଶପ୍ରେମୀ ମାନେ କହିଛନ୍ତି।
Good news for Satkoshia. 
Anugul(Beuro Report) : - Good news for Satkoshia. Thirty years later, the rare crocodile became a mother. A rare crocodile has been born again in the natural habitat of the Satkoshia Gander of the river. The forest department has identified 24 newborn baby squirrels, including a mother squirrel, near Baldamara in the Tikarpada forest river.
 This is definitely good news for the Seven Cells. Long ago, only seven cells could naturally reproduce clockwise. This was due to environmental imbalances. Environmentalists say it is a matter of pride not only for Odisha but for the whole of India to have 24-hour births at once.

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !