ମହିଳାଙ୍କ ମୃତଦେହ ଉଦ୍ଧାର l

ଯାଜପୁର (ବ୍ୟୁରୋ ରିପୋର୍ଟ) :- ମହିଳାଙ୍କ ମୃତ ଦେହ ଉଦ୍ଧାର। ହତ୍ୟା କରିବା ପରେ ପିଙ୍ଗି ଦେଇଥିବା ସନ୍ଦେହ। ଯାଜପୁର ଜିଲ୍ଲା ବୈରୀ ଥାନା ଚମ୍ପାପୁର ପଞ୍ଚାୟତ ଅନ୍ତର୍ଗତ ଗୋପୀନାଥପୁର ଗେଙ୍ଗୁଟି ନଦୀକୂଳରେ ଥିବା କିଆ ବୁଦାରୁ ଆଜି ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଶାଣି ନିକଟସ୍ଥ କିଆ ବୁଦାରେ ଜଣେ ମହିଳାଙ୍କ ମୃତ ଦେହ ପଡିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ। ଖବର ପାଇ ବୈରୀ ଥାନା ପୋଲିସ ସେଠାରେ ପହଞ୍ଚି ଶବକୁ ଜବତ କରି ତଦନ୍ତ ଚଳାଇଛି ।
ତେବେ ମୃତ ମହିଳାଙ୍କ କୌଣସି ପରିଚୟ ମିଳିପାରି ନ ଥିବାବେଳେ ତାଙ୍କର ବୟସ ପ୍ରାୟ ୨୮ରୁ ୩୦ବର୍ଷ ହେବ ବୋଲି ଅନୁମାନ କରାଯାଉଛି।ତେବେ ମୃତଦେହ ପଡିଥିବା ଅନତି ଦୂରରେ ଏକ କାଠ ଫାଳିଆ ସହିତ ମହିଳାଙ୍କ ଭ୍ୟାନିଟ, ସୁନାମୁଦି ଓ କିଛି ଗହଣା ପଡିଥିବା ଦେଖିବାକୁ ମିଳିଛି। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ଏପଟେ ଶବକୁ ଜବତ କରି ବ୍ୟବଛେଦ ପାଇଁ ପଠାଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।
The woman's body was recovered. 
Jajpur(Beuro Report) : - Woman's body recovered. He is thought to have survived an earlier attempt to oust him following Mr Jiang's intervention. The body of an unidentified woman was recovered today from Kia Buda on the banks of the Ganguti river in Gopinathpur under Jajpur district's Bairi police station Champapur panchayat. Locals reported to the police that a woman's body had been found lying in the Kia bush near Mashani. Upon receiving the news, Bairi police arrived and seized the body and launched an investigation.

 The woman's body was found to be between 24 and 30 years old, but no one was found. It is suspected to be a premeditated murder. Police are still investigating, seizing the body and sending it for autopsy.

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !