ଚଳିତ ହାଇସ୍କୁଲ୍‌ ସାର୍ଟିଫିକେଟ୍‌ରୁ ବଞ୍ଚିତ ହୋଇଥିବା ଛାତ୍ରଛାତ୍ରୀମାନେ ଜୁଲାଇ ୫ ରେ ପ୍ରକାଶିତ ବିଜ୍ଞପ୍ତି ଆଧାରରେ ଫର୍ମପୂରଣ କରି ପରୀକ୍ଷା ଦେଇପାରିବେ I

କଟକ : ଚଳିତ ବର୍ଷ ବିନା ମାଟ୍ରିକ ପରୀକ୍ଷାରେ ମୂଲ୍ୟୟାନ କରାଯାଇ ବୋର୍ଡ ରେଜଲ୍ଟ ଘୋଷଣା କରିବା ପରେ ଏଥର ସପ୍ଲିମେଣ୍ଟାରୀ ପରୀକ୍ଷା କରାଯିବ ନାହିଁ ଘୋଷଣା କରିଛି ବୋର୍ଡ । ନମ୍ବରରେ ଅସନ୍ତୁଷ୍ଟ, ଫେଲ୍‌ ହୋଇଥିବା ଏବଂ ଫର୍ମ ପୂରଣ କରିପାରିବା ନଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ବିକଳ୍ପ ପରୀକ୍ଷା ବ୍ୟବସ୍ଥା କରାଯିବା ଲାଗି ନିଷ୍ପତ୍ତି ନିଆଯାଇଥିବାରୁ ଚଳିତ ବର୍ଷ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷାକୁ ବୋର୍ଡ ପକ୍ଷରୁ ବାତିଲ୍‌ କରାଯାଇଛି ।

 ଅନ୍ୟପକ୍ଷରେ ଉକ୍ତ ବିକଳ୍ପ ପରୀକ୍ଷା ପ୍ରାୟତଃ ଅଗଷ୍ଟ ମାସ ଶେଷ ସୁଦ୍ଧା ସାରିବା ପାଇଁ ସରକାର ନିଷ୍ପତ୍ତି ନେବାର ଯୋଜନା ରହିଛି । ଏପରିସ୍ଥିତିରେ ସପ୍ଲିମେଣ୍ଟରୀ ପରୀକ୍ଷା ପାଇଁ ବୋର୍ଡ ପାଖରେ ସମୟ ସୁଯୋଗ ନାହିଁ ବୋଲି କର୍ତ୍ତୃପକ୍ଷ କହିଛନ୍ତି । ସପ୍ଲିମେଣ୍ଟାରୀ ପରୀକ୍ଷା ନହେଲେ ମଧ୍ୟ ଚଳିତ ହାଇସ୍କୁଲ୍‌ ସାର୍ଟିଫିକେଟ୍‌ରୁ ବଞ୍ଚିତ ହୋଇଥିବା ଛାତ୍ରଛାତ୍ରୀମାନେ ଜୁଲାଇ ୫ ରେ ପ୍ରକାଶିତ ବିଜ୍ଞପ୍ତି ଆଧାରରେ ଫର୍ମପୂରଣ କରି ପରୀକ୍ଷା ଦେଇପାରିବେ ବୋଲି ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।Students who have been deprived of the current High School Certificate 4 can take the exam by filling out the form on the basis of a notification issued on July 5.

Cuttack: The Board has announced that there will be no supplementary examinations this year after the Board announced the results without assessing the matriculation exams this year. This year's Matriculation Supplementary Examination has been canceled by the Board as it has been decided to provide alternative examinations for students who are dissatisfied with the numbers, who have failed and cannot fill out the form.

 The government, on the other hand, plans to complete the alternative test by the end of August. In that case, the board does not have time for a supplementary examination, authorities said. Students who have been deprived of the current High School Certificate 6, even if there is no supplementary examination, can fill out the form on the basis of a notification issued on July 5, the board said.

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !