କରୋନା ମହାମରୀ ରେ ମୃତ୍ୟୁବରଣ କରିଥିବା ବିଧବା ପରିବାର ଙ୍କୁ ମଧୁବାବୁ ପେନସନ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ l

ଭୁବନେଶ୍ୱର(ବ୍ୟୁରୋ ରିପୋର୍ଟ) : - କରୋନା ସଂକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ନିର୍ଦ୍ଦେଶ । କୋଭିଡରେ ସ୍ୱାମୀଙ୍କୁ ହରାଇଥିବା ବିଧବା ଓ ପିଲାଙ୍କୁ ୧୫ ଦିନ ମଧ୍ୟରେ ଚିହ୍ନଟ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଧୁବାବୁ ପେନସନ ଯୋଜନାରେ ସହାୟତା, ସାମାଜିକ ସୁରକ୍ଷା ହିତାଧିକାରୀଙ୍କୁ ୩ ମାସର ଆଗୁଆ ଭତ୍ତା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ତୃତୀୟ ଲହର ପୂର୍ବରୁ ଶିଶୁଙ୍କ ସୁରକ୍ଷାକୁ ପ୍ରାଥମିକତା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ବ୍ଲାକ ଫଙ୍ଗସ୍ ପାଇଁ ଆଗୁଆ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଛି ମୁଖ୍ୟମନ୍ତ୍ରୀ । କୋଭିଡ ସ୍ଥିତିର ସମୀକ୍ଷା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ତୃତୀୟ ଲହରରେ ଶିଶୁଙ୍କୁ ଫୋକସ୍ କରିବାକୁ ମଧ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ । ଆସନ୍ତା ସପ୍ତାହ ସୁଦ୍ଧା କୋଭିଡ ସ୍ଥିତିରେ ଉନ୍ନତି ଆସିବ ବୋଲି ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଗୁରୁତ୍ବପୂର୍ଣ୍ଣ କଥା ହେଲା ମେଡିକାଲରେ ଅକ୍ସିଜେନ ବ୍ୟବହାର ମଧ୍ୟ ହ୍ରାସ ପାଉଛି ।
Widows' families killed in Karona epidemic to be included in Madhuban pension scheme. 
Bhubaneswar(Beuro Report) : - Chief Minister Naveen Patnaik's big order in the Karona crisis. Chief Minister Naveen Patnaik has asked the widows and children who lost their husbands in Kovid to be identified within 15 days. The Madhuban Pension Scheme has been directed to provide assistance and social security beneficiaries with a three-month advance allowance.

 Prior to the third wave, Chief Minister Naveen Patnaik said child protection was a priority. The chief minister also ordered preparations for the black fungus. The Chief Minister issued the order after reviewing the Covid situation. The chief minister also asked the children to focus on the third wave. The Chief Minister hopes that the situation in Kovid will improve by next week. Importantly, the use of oxygen in medicine is also declining.

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !