ବିଜେଡି ଦଳ ପକ୍ଷରୁ ୩୦ ଜିଲ୍ଲାପାଇଁ ନୂଆ ପଯ୍ୟବେକ୍ଷକ ମାନଙ୍କୁ ନିଯୁକ୍ତି l

ଭୁବନେଶ୍ୱର: ବିଜେଡିର ଜିଲ୍ଲାୱାରୀ ପର୍ଯ୍ୟବେକ୍ଷକ ନିଯୁକ୍ତ । ରାଜ୍ୟର ସବୁ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି ଦଳୀୟ ସଭାପତି ନବୀନ ପଟ୍ଟନାୟକ । ଏହି ନୂଆ ତାଲିକାକୁ ପ୍ରକାଶ କରିଛନ୍ତି ବିଜେଡି ସାଧାରଣ ସମ୍ପାଦକ ( ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜ । ଅନୁଗୁଳ- ପ୍ରଶାନ୍ତ ମୁଦୁଲି, ବାଲେଶ୍ୱର- ପ୍ରତାପ କେଶରୀ ଦେବ, ବରଗଡ଼ – ସୁଧିର କୁମାର ସାମଲ, ଭଦ୍ରକ- ପ୍ରଣବ ବଳବନ୍ତରାୟ, ବଲାଙ୍ଗୀର- ସୁଶାନ୍ତ ସିଂହ, ବୌଦ୍ଧ-ସୌଭାଗ୍ୟ ନାୟକ, କଟକ-ଉଷା ଦେବୀ, ଦେବଗଡ଼ ସୁଶାନ୍ତ ସିଂହ, ଢେଙ୍କାନାଳ-ବିଜୟ ନାୟକ, ଗଜପତି ଅତନୁ ସବ୍ୟସାଚୀ ନାୟକ , ଗଞ୍ଜାମ-ପ୍ରଫୁଲ୍ଲ ମଲ୍ଲିକ, ଜଗତସିଂହପୁର-ସମୀର ରଞ୍ଜନ ଦାସ, ଯାଜପୁର-ଅଶୋକ ଚନ୍ଦ୍ର ପଣ୍ଡା, ଝାରସୁଗୁଡ଼ା ସୁବାସ ସିଂହ, କଳାହାଣ୍ଡି ନବ କିଶୋର ଦାସ, କନ୍ଧମାଳ-ପ୍ରତାପ ଜେନା, କେନ୍ଦ୍ରାପଡ଼ା- ଦେବାଶିଷ ସାମନ୍ତରାୟ, କେନ୍ଦୁଝର-ପ୍ରଣବ ପ୍ରକାଶ ଦାସ, ଖୋର୍ଦ୍ଧା-ପ୍ରମିଳା ମଲ୍ଳିକ, କୋରାପୁଟ- ଚନ୍ଦ୍ର ସାରଥି ବେହେରା, ମୟୂରଭଞ୍ଜ ପ୍ରଣବ ପ୍ରକାଶ ଦାସ, ନବରଙ୍ଗପୁର-ତୁଷାରକାନ୍ତି ବେହେରା, ନୟାଗଡ଼-ପଦ୍ମନାଭ ବେହେରା, ନୂଆପଡ଼ା-ଦିବ୍ୟଶଙ୍କର ମିଶ୍ର, ପୁରୀ-ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ରାୟଗଡ଼ା-ଅତନୁ ସବ୍ୟସାଚୀ ନାୟକ, ସମ୍ୱଲପୁର-ନଳନୀକାନ୍ତ ପ୍ରଧାନ, ସୁବର୍ଣ୍ଣପୁର-ପ୍ରଦୀପ କୁମାର ଅମାତ, ସୁନ୍ଦରଗଡ଼ ପାଇଁ ପ୍ରୀତିରଞ୍ଜନ ଘଡ଼ାଇଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି ।

The BJD has appointed new observers for 30 districts. 
Bhubaneswar: BJD has appointed a district supervisor. Party president Naveen Patnaik has appointed new observers for all districts in the state. The new list was released by BJD general secretary (media affairs) Manas Mangraj. Anugul-Prashant Muduli, Balasore-Pratap Keshari Deb, Bargarh-Sudhir Kumar Samal, Bhadrak-Pranab Balbantrai, Balangir-Sushant Singh, Buddhist-Saubhagya Nayak, Cuttack-Usha Devi, Devgarh Sushant Singh, Dhenkanal-Vijay Nayak, Gajapati Atanu Sabyasach , Ganjam-Prafulla Mallick, Jagatsinghpur-Sameer Ranjan Das, Jajpur-Ashok Chandra Panda, Jharsuguda Subash Singh, Kalahandi Nab Kishore Das, Kandhamal-Pratap Jena, Kendrapara-Debashis Samantaraya, Kendujhar-Pranab Prakash Das, Khordha-Pramila Mallik Chandra Sarathi Behera, Mayurbhanj Pranab Prakash Das, Nabarangpur-Tusharkanti Behera, Nayagarh-Padmanabh Behera, Nuapadha-Divyashkar Mishra, Puri-Ranendra Pratap Swain, Rayagada-Atanu Sabyasachi Nayak, Samwalpur-Nalanikant Pradhan, Subarnapur-Pradeep Kumar Ghadai has been appointed as an observer.

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !