Posts

Showing posts from June 26, 2021

ବିଜେଡି ଦଳ ପକ୍ଷରୁ ୩୦ ଜିଲ୍ଲାପାଇଁ ନୂଆ ପଯ୍ୟବେକ୍ଷକ ମାନଙ୍କୁ ନିଯୁକ୍ତି l

Image
ଭୁବନେଶ୍ୱର: ବିଜେଡିର ଜିଲ୍ଲାୱାରୀ ପର୍ଯ୍ୟବେକ୍ଷକ ନିଯୁକ୍ତ । ରାଜ୍ୟର ସବୁ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି ଦଳୀୟ ସଭାପତି ନବୀନ ପଟ୍ଟନାୟକ । ଏହି ନୂଆ ତାଲିକାକୁ ପ୍ରକାଶ କରିଛନ୍ତି ବିଜେଡି ସାଧାରଣ ସମ୍ପାଦକ ( ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜ । ଅନୁଗୁଳ- ପ୍ରଶାନ୍ତ ମୁଦୁଲି, ବାଲେଶ୍ୱର- ପ୍ରତାପ କେଶରୀ ଦେବ, ବରଗଡ଼ – ସୁଧିର କୁମାର ସାମଲ, ଭଦ୍ରକ- ପ୍ରଣବ ବଳବନ୍ତରାୟ, ବଲାଙ୍ଗୀର- ସୁଶାନ୍ତ ସିଂହ, ବୌଦ୍ଧ-ସୌଭାଗ୍ୟ ନାୟକ, କଟକ-ଉଷା ଦେବୀ, ଦେବଗଡ଼ ସୁଶାନ୍ତ ସିଂହ, ଢେଙ୍କାନାଳ-ବିଜୟ ନାୟକ, ଗଜପତି ଅତନୁ ସବ୍ୟସାଚୀ ନାୟକ , ଗଞ୍ଜାମ-ପ୍ରଫୁଲ୍ଲ ମଲ୍ଲିକ, ଜଗତସିଂହପୁର-ସମୀର ରଞ୍ଜନ ଦାସ, ଯାଜପୁର-ଅଶୋକ ଚନ୍ଦ୍ର ପଣ୍ଡା, ଝାରସୁଗୁଡ଼ା ସୁବାସ ସିଂହ, କଳାହାଣ୍ଡି ନବ କିଶୋର ଦାସ, କନ୍ଧମାଳ-ପ୍ରତାପ ଜେନା, କେନ୍ଦ୍ରାପଡ଼ା- ଦେବାଶିଷ ସାମନ୍ତରାୟ, କେନ୍ଦୁଝର-ପ୍ରଣବ ପ୍ରକାଶ ଦାସ, ଖୋର୍ଦ୍ଧା-ପ୍ରମିଳା ମଲ୍ଳିକ, କୋରାପୁଟ- ଚନ୍ଦ୍ର ସାରଥି ବେହେରା, ମୟୂରଭଞ୍ଜ ପ୍ରଣବ ପ୍ରକାଶ ଦାସ, ନବରଙ୍ଗପୁର-ତୁଷାରକାନ୍ତି ବେହେରା, ନୟାଗଡ଼-ପଦ୍ମନାଭ ବେହେରା, ନୂଆପଡ଼ା-ଦିବ୍ୟଶଙ୍କର ମିଶ୍ର, ପୁରୀ-ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ରାୟଗଡ଼ା-ଅତନୁ ସବ୍ୟସାଚୀ ନାୟକ, ସମ୍ୱଲପୁର-ନଳନୀକାନ୍ତ ପ୍ରଧାନ, ସୁବର୍ଣ୍ଣପୁର-ପ୍ରଦୀପ କୁମାର ଅମାତ, ସୁନ୍ଦରଗଡ଼ ପାଇଁ ପ୍ରୀତିରଞ୍ଜନ...

ଚଳିତ ହାଇସ୍କୁଲ୍‌ ସାର୍ଟିଫିକେଟ୍‌ରୁ ବଞ୍ଚିତ ହୋଇଥିବା ଛାତ୍ରଛାତ୍ରୀମାନେ ଜୁଲାଇ ୫ ରେ ପ୍ରକାଶିତ ବିଜ୍ଞପ୍ତି ଆଧାରରେ ଫର୍ମପୂରଣ କରି ପରୀକ୍ଷା ଦେଇପାରିବେ I

Image
କଟକ : ଚଳିତ ବର୍ଷ ବିନା ମାଟ୍ରିକ ପରୀକ୍ଷାରେ ମୂଲ୍ୟୟାନ କରାଯାଇ ବୋର୍ଡ ରେଜଲ୍ଟ ଘୋଷଣା କରିବା ପରେ ଏଥର ସପ୍ଲିମେଣ୍ଟାରୀ ପରୀକ୍ଷା କରାଯିବ ନାହିଁ ଘୋଷଣା କରିଛି ବୋର୍ଡ । ନମ୍ବରରେ ଅସନ୍ତୁଷ୍ଟ, ଫେଲ୍‌ ହୋଇଥିବା ଏବଂ ଫର୍ମ ପୂରଣ କରିପାରିବା ନଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ବିକଳ୍ପ ପରୀକ୍ଷା ବ୍ୟବସ୍ଥା କରାଯିବା ଲାଗି ନିଷ୍ପତ୍ତି ନିଆଯାଇଥିବାରୁ ଚଳିତ ବର୍ଷ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷାକୁ ବୋର୍ଡ ପକ୍ଷରୁ ବାତିଲ୍‌ କରାଯାଇଛି ।  ଅନ୍ୟପକ୍ଷରେ ଉକ୍ତ ବିକଳ୍ପ ପରୀକ୍ଷା ପ୍ରାୟତଃ ଅଗଷ୍ଟ ମାସ ଶେଷ ସୁଦ୍ଧା ସାରିବା ପାଇଁ ସରକାର ନିଷ୍ପତ୍ତି ନେବାର ଯୋଜନା ରହିଛି । ଏପରିସ୍ଥିତିରେ ସପ୍ଲିମେଣ୍ଟରୀ ପରୀକ୍ଷା ପାଇଁ ବୋର୍ଡ ପାଖରେ ସମୟ ସୁଯୋଗ ନାହିଁ ବୋଲି କର୍ତ୍ତୃପକ୍ଷ କହିଛନ୍ତି । ସପ୍ଲିମେଣ୍ଟାରୀ ପରୀକ୍ଷା ନହେଲେ ମଧ୍ୟ ଚଳିତ ହାଇସ୍କୁଲ୍‌ ସାର୍ଟିଫିକେଟ୍‌ରୁ ବଞ୍ଚିତ ହୋଇଥିବା ଛାତ୍ରଛାତ୍ରୀମାନେ ଜୁଲାଇ ୫ ରେ ପ୍ରକାଶିତ ବିଜ୍ଞପ୍ତି ଆଧାରରେ ଫର୍ମପୂରଣ କରି ପରୀକ୍ଷା ଦେଇପାରିବେ ବୋଲି ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । Students who have been deprived of the current High School Certificate 4 can take the exam by filling out the form on the basis of a notification issued on July 5. Cuttack: The Board has announced th...