Posts

Showing posts from July 21, 2021

ପୃଥିବୀ ଆଡ଼କୁ ଦ୍ରୁତଗତିରେ ମାଡ଼ି ଆସୁଛି ଗୋଟିଏ ବିରାଟ ଉଲକା ପିଣ୍ଡ।(ନାସା)

Image
ୱାଶିଂଟନ(ବ୍ୟୁରୋ ରିପୋର୍ଟ) : - ପୃଥିବୀ ଆଡ଼କୁ ଦ୍ରୁତଗତିରେ ମାଡ଼ି ଆସୁଛି ଗୋଟିଏ ବିରାଟ ଉଲକା ପିଣ୍ଡ। ଏହାର ଆକାର ଗୋଟିଏ ଷ୍ଟାଡିୟମ ଭଳି। ଏଥିରୁ ଅନୁମାନ କରିପାରୁଥିବେ, ଏହା କେତେ ବଡ଼ ଉଲକାପିଣ୍ତ। 2008Go20 ନାମକ ଏହି ଉଲକା ପିଣ୍ଡ ଜୁଲାଇ ୨୪ରେ ପୃଥିବୀକୁ ଅତିକ୍ରମ କରିବ ବୋଲି ବୈଜ୍ଞାନିକମାନେ ସୂଚନା ଦେଇଛନ୍ତି। ଏହା ବିପର୍ଯ୍ୟୟ ଘଟାଇବାର ଆଶଙ୍କା ଥିବାରୁ ନାସା ପକ୍ଷରୁ ଏହା ବିପଦଜ୍ଜନକ କ୍ୟାଟାଗୋରୀରେ ରଖାଯାଇଛି। ସୂଚନା ଅନୁସାରେ, ଏହି ଉଲକାପିଣ୍ଡଟି ସେକେଣ୍ଡ ପିଛା ୮ କିମି ବେଗରେ ଗତି କରୁଛି। ଏହାର ଅର୍ଥ ଘଣ୍ଟାପ୍ରତି ବେଗ ୨୮,୮୦୦ ରହିଛି। ଗତି ଖୁବ ଅଧିକ ଥିବାରୁ ଏହାର ସାମ୍ନାରେ ଯାହା ବି ଆସିବ, ସେଗୁଡ଼ିକ ଧ୍ୱଂସ ପାଇଯିବ ବୋଲି ଆଶଙ୍କା ପ୍ରକାଶ ପାଇଛି। ନାସା ଏହାର ଗତିପଥ ଉପରେ ନଜର ରଖିଛି। ଜୁନ୍‌ ମାସରେ ୨୦୨୧କେଟି୧ ନାମକ ଗୋଟିଏ ଉଲକା ପିଣ୍ଡ ପୃଥିବୀ ନିକଟରେ ପହଞ୍ଚିଥିଲା। ଏହାର ଆକାରର ଇଫେଲ ଟାୱାର ଭଳି ରହିଥିଲା। ଏହା ପୃଥିବୀ ଠାରୁ ୪.୫ ମିଲିୟନ ଦୂରତାରେ ଯାଇଥିଲା। ପୃଥିବୀ ଠାରୁ ୪.୬ ମିଲିୟନ ଦୂର ଦେଇ ଗତି କରୁଥିବା ସମସ୍ତ ବସ୍ତକୁ ବିପଦଜ୍ଜନକ ତାଲିକାରେ ରଖାଯାଇଥାଏ। ଏହି ଷ୍ଟାଡିୟମ ଆକାରର ଉଲକା ପିଣ୍ଡର ନିୟର ଆର୍ଥ ଅବଜେକ୍ଟ(ଏନଇଓ) ୨୦ ମିଟର ଚଉଡ଼ା ଓ ଏହା ୨୮,୭୦,୮୪୭,୬୦୭ କିଲୋମିଟର ଦୂରରୁ ଦୃଶ୍ୟମାନ ହେବ। ଯାହା ପୃଥିବୀ ଏବଂ ଚନ୍ଦ୍ରର ମୋଟ ଦୂରତା ଠାରୁ ୮ ଗୁ...

ଦାନଗଦି ରେ କୋଭିଡ୍ ନିୟମାନୁସାରେ ପାଳନ ହେଲା ବାହୁଡ଼ା ଯାତ୍ରା l

Image
ଯାଜପୁର :- ସାରା ବିଶ୍ୱରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଳନ କରାଯାଉଛି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଘୋଷଯାତ୍ରା ପରେ ବାହୁଡ଼ା ଯାତ୍ରା ବା ବାହୁଡ଼ା ଯାତ ଅନୁଷ୍ଠିତ ହୋଇଯାଇଛି l ପ୍ରତ୍ୟେକ ପୁରପଲ୍ଲୀରେ ଏହାକୁ ପାଳନ କରାଯାଇଥାଏ l ଏହି ଅବସରରେ ଦାନଗଦି ତ୍ରିରଙ୍ଗା ଜଗନ୍ନାଥ କଲୋନୀ ରେ ଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡା଼ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ରୀତିନୀତି ଅନୁସାରେ ସକାଳୁ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପୂଜାର୍ଚ୍ଚନା କରାଯାଇଥିଲା । ସଂଧ୍ୟାରେ ଶତାଧିକ ଶ୍ରଦ୍ଧାଳୁ ପ୍ରସାଦ ସେବନ କରିଥଲେ । ମନ୍ଦିର ପରିଚାଳନା କମିଟିର ସଭାପତି ଭାସ୍କର ଚରଣ ପୃଷ୍ଟି ଓ ସମସ୍ତ ସଦସ୍ୟ ମାନେ ଉପସ୍ଥିତ ଥିଲେ ବୋଲି ମନ୍ଦିର କମିଟିର ପରିଚାଳକ ସୂଚନା ଦେଇଛନ୍ତି l The Bahuda pilgrimage was observed in Danagadi as per the Covid rules.  Jajpur: - The world-famous rath yatra is being celebrated all over the world. On the occasion, the fourth idol was worshiped in the morning as per the custom. In the evening, hundreds of devotees drank prasad. Bhaskar Charan Pristi, chairman of the temple management committee, and all the members were present, the temple committee manager...