ଦେଶ ଓ ରାଜ୍ୟରେ ପାଳିତ ହୋଇଯାଇଛି ମହାତ୍ମାଗାନ୍ଧୀ ଙ୍କ ଜନ୍ମ ବାର୍ଷିକୀ l

ଭାରତ ର ରାଷ୍ଟ୍ରପତି ବ୍ୟୁରୋ ରିପୋର୍ଟ : - ଆଜି (୨ ଅକ୍ଟୋବର) ରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀ । ଏହି ଅବସରରେ ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ରାଜଘାଟ ଠାରେ ମହାତ୍ମାଗାନ୍ଧୀ ଙ୍କ ସମାଧି ପୀଠରେ ପୁଷ୍ପମାଲ୍ଯ ଅର୍ପଣ କରିଥିଲେ l ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ ଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଆଜି ଅନେକ ଯୋଜନା ଆରମ୍ଭ କରିଛନ୍ତି । ଆଜି ସକାଳ ୧୧ ଟାରେ ପ୍ରଧାନମନ୍ତ୍ରୀ ମୋଦୀ ଗ୍ରାମ ପଞ୍ଚାୟତ ଏବଂ ଜଳ କମିଟି ସହିତ ମଧ୍ୟ ଆଲୋଚନା କରିଛନ୍ତି । ଭାରତର ପ୍ରଧାନମନ୍ତ୍ରୀ ମହାତ୍ମା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ମୋଦୀ ଟୁଇଟ୍ କରି କହିଛନ୍ତି, ‘ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି । ପୂଜ୍ୟ ବାପୁଙ୍କ ଜୀବନ ଏବଂ ଆଦର୍ଶ ଦେଶର ପ୍ରତ୍ୟେକ ପିଢୀକୁ କର୍ତ୍ତବ୍ୟ ପଥରେ ଚାଲିବାକୁ ପ୍ରେରଣା ଯୋଗାଇବ । . ରାଜ୍ୟପାଳ ଓଡ଼ିଶା ପ୍ରଧାନମନ୍ତ୍ରୀ ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶା...