ରାଜ୍ୟରେ ୨୦୨୨-୨୩ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍.. କଣ ରହିଛି..

ବ୍ୟୁରୋ ରିପୋର୍ଟ :- ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ I ୨୦୨୨-୨୩ରେ ୨ ଲକ୍ଷ କୋଟି ଟଙ୍କା ବ୍ୟୟ ଅଟକଳ ଧାର୍ଯ୍ୟ କରାଯାଇଛି l 
===========================
👉କାଳିଆ ଯୋଜନା ପାଇଁ ୧୮୭୪ କୋଟି ଟଙ୍କା ବ୍ୟୟବରାଦ
👉କୃଷି ଗବେଷଣା ଓ ଶିକ୍ଷା ପାଇଁ ୧୬୧ କୋଟି ବ୍ୟୟବରାଦ
 👉 ଉଦ୍ୟାନ କୃଷି ବିକାଶ ପାଇଁ ୩୧୨ କୋଟି ବ୍ୟୟବରାଦ
👉କୃଷକ ପରିବାରକୁ ଆୟ ସହାୟତା ପାଇଁ ୧୧୨ କୋଟି ବ୍ୟବସ୍ଥା
👉୧୨, ୫୦୦ ନଳକୂପ ଖନନ ହେବ; ବ୍ୟୟବରାଦ ୪୦୦ କୋଟି
👉 ବନ୍ୟା ନିୟନ୍ତ୍ରଣ ପାଇଁ ୯୬୮ କୋଟି ଟଙ୍କା ବ୍ୟୟ ବରାଦ
👉ପାର୍ବତୀ ଗିରି ଯୋଜନା ପାଇଁ ୫ ବର୍ଷରେ ଖର୍ଚ୍ଚ ହେବ ୧୦, ୭୫୯ କୋଟି
👉ଚାଷୀମାନଙ୍କୁ କୃଷି ଋଣ ସୁଧ ସହାୟତା ପାଇଁ ୮୯୩ କୋଟି ବରାଦ
👉ମତ୍ସ୍ୟଚାଷ ଓ ପଶୁପାଳନ ପାଇଁ ୧୬୫୮ କୋଟି ବ୍ୟୟ ଅଟକଳ
👉ମାଛ ଚାଷ ପାଇଁ ନୂଆ ପୋଖରୀ ଯୋଜନାରେ ୯୮ କୋଟି ବରାଦ
👉ପଞ୍ଚାୟତ ପୋଖରୀରେ ମାଛ ଚାଷ ପାଇଁ SHGଙ୍କୁ ମିଳିବ ୩୮ କୋଟି
👉ଜନସ୍ୱାସ୍ଥ୍ୟ ପାଇଁ ୧୨, ୬୨୪ କୋଟି ଟଙ୍କା ବ୍ୟୟବରାଦ
👉ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୨୬୬୪ କୋଟି ଟଙ୍କା ବ୍ୟୟବରାଦ
👉 ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୨୭, ୩୨୪ କୋଟି ବ୍ୟୟବରାଦ
👉ମୋ ସ୍କୁଲ ପାଇଁ ୬୪୬ କୋଟି, ସ୍କୁଲ ରୂପାନ୍ତରୀକରଣ ପାଇଁ ୧୦୦ କୋଟି
👉 ମଧ୍ୟାହ୍ନ ଭୋଜନ ପାଇଁ ୮୫୧ କୋଟି; ବ୍ୟାଗ୍ ଓ ୟୁନିଫର୍ମ ପାଇଁ ୧୯୩ କୋଟି
👉 ଧାର୍ମିକ ପୀଠ ବିକାଶ ପାଇଁ ୧୯୫୦ କୋଟି ବ୍ୟୟବରାଦ ଲକ୍ଷ୍ୟ
👉ରାସ୍ତାଘାଟ ରକ୍ଷଣାବେକ୍ଷଣ ପାଇଁ ୨୯୭୦ କୋଟି ବିନିଯୋଗ ଲକ୍ଷ୍ୟ
👉ବିଜୁ ଏକ୍ସପ୍ରେସ ୱେ ପାଇଁ ୩ ଶହ କୋଟିର ବ୍ୟୟବରାଦ ପ୍ରସ୍ତାବ
👉ବିଜୁ ସେତୁ ଯୋଜନାରେ ୨୮୧ ସେତୁ ହେବ, ଖର୍ଚ୍ଚ ହେବ ୧୬୮୮ କୋଟି
👉୨୦୨୨-୨୩ ବର୍ଷରେ ରାଜ୍ୟର ଋଣ ଭାର ୧ ଲକ୍ଷ ୧୨ ହଜାର କୋଟି ଟପିବ
👉 ଋଣ ଭାର ୧ ଲକ୍ଷ ୧୨ ହଜାର ୪୦୧ କୋଟି ହେବା ଆକଳନ
👉 ୨୦୨୧-୨୨ରେ ଋଣ ଭାର ଥିଲା ୧ ଲକ୍ଷ ୮୧୩ କୋଟି ଟଙ୍କା
***********************************
ରାଜ୍ଯରେ ମୁଣ୍ଡପିଛା ଋଣ ଭାର ୨୪ ହଜାର ୯୦୦ ଟଙ୍କା I 

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !