ନୂଆ ବର୍ଷ ପାଳିବେନି ନବୀନ ପଟ୍ଟନାୟକ l

ଭୁବନେଶ୍ୱର(ବ୍ୟୁରୋ ରିପୋର୍ଟ) ୩୧/୧୨/୨୪ :- ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ ସିଂହ ଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷା ରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖ ରେ ସମବେଦନା ଜଣାଇ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟନାୟକ ଆସନ୍ତକାଲି ନୂଆ ବର୍ଷ କାର୍ଯ୍ୟକ୍ରମ ରେ ସାମିଲ ହେବେ ନାହିଁ l 
ତେଣୁ ଅଭିନନ୍ଦନ ପାଇଁ ଆସନ୍ତକାଲି ନବୀନ ନିବାସ କୁ ନ ଆସିବା ପାଇଁ ଶ୍ରୀ ପଟନାୟକ ଶୁଭେଛୁ ମାନଙ୍କୁ ଅନୁରୋଧ ଜଣାଇଛନ୍ତି l

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l