ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଅଙ୍ଗନବାଡି ହେବ ସକାଳୁଆ l


BIG BREAKING 
ଭୁବନେଶ୍ୱର,ତା୧୯/୦୩(ବ୍ୟୁରୋ ରିପୋର୍ଟ) :- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ର ଗୁଡ଼ିକୁ ସକାଳ ୭ ଟା ରୁ ୯ ଟା ଯାଏଁ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲାପାଳ ମାନଙ୍କୁ ଚିଠି କରାଯାଇଛି । ଆବଶ୍ୟକସ୍ଥଳେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଯୋଗୁଁ ନିଜ ଜିଲ୍ଲାର ଅଙ୍ଗନବାଡି କେନ୍ଦ୍ର ଗୁଡିକୁ ଛୁଟି କରିବା ନିମନ୍ତେ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି ।

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l